ପୁରୀ ଜିଲ୍ଲା କଂଗ୍ରେସ ସେବା ଦଳ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ
ପୁରୀ: ଶନିବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ କଂଗ୍ରେସ ଭବନରେ ଗାନ୍ଧୀଙ୍କ ୭୩ ତମ ତିରୋଧାନ ଦିବସ ଉପଲକ୍ଷେ ଏକ ରକ୍ତଦାନ ସିବିର ଅନୁଷ୍ଠିତ ହୋଇଥିଲା ।
ପ୍ରଥମେ ଜିଲ୍ଲା କଂଗ୍ରେସର ବହୁ କର୍ମକର୍ତ୍ତା ଗାନ୍ଧୀଘାଟ ଯାଇ ଗାନ୍ଧିଜୀଙ୍କୁ…