ବାସ୍ତବିକ ଖୁସି ଖବର : କ୍ୟାନ୍ସର ଥାଇ ବି ସମ୍ କୋଭିଡ ହସ୍ପିଟାଲରେ କରୋନାରୁ ସୁସ୍ଥ ହେଲେ ୯୦ ବର୍ଷୀୟ ବ୍ୟକ୍ତି
ଭୁବନେଶ୍ୱର(ଶାସକ ପ୍ରଶାସକ) : କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବରିଷ୍ଠ ନାଗରିକ କୋଭିଡକୁ ପରାସ୍ତ କରିଛନ୍ତି । ସମ୍ କୋଭିଡ ହସ୍ପିଟାଲ୍ରୁ କରୋନା ମୁକ୍ତ ହୋଇଛନ୍ତି ଶ୍ରୀ ମୁରଲୀଧର ଶତପଥୀ ।
ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବରିଷ୍ଠ…