ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ଭାରତୀୟ ନୌସେନାର ଅଦୃଶ୍ୟ ବିଧ୍ଵଂସକ ଦ୍ଵାରା ଆଇଏନଏସ ଚେନ୍ନାଇରୁ ହେଲା ପରୀକ୍ଷା
ନୂଆଦିଲ୍ଲୀ (ଶାସକ ପ୍ରଶାସକ): ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସର ଆଜି ସଫଳ ପରୀକ୍ଷଣ କରାଯାଇଛି । ଭାରତୀୟ ନୌସେନା ନିର୍ମିତ ଅଦୃଶ୍ୟ ବିଧ୍ଵଂସକ ଦ୍ଵାରା ଆଇଏନଏସ ଚେନ୍ନାଇରୁ ଏହା ଆରବ ସାଗରରେ…