ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡିଛୁଆଁ କାର୍ଯ୍ୟକ୍ରମ ଆରମ୍ଭ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡିଛୁଆଁ ଆରମ୍ଭ ହୋଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି…