ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ଥିବା ସୁଯୋଗର ସମ୍ପୂର୍ଣ୍ଣ ବିନିଯୋଗ କରନ୍ତୁ ଉଦ୍ୟୋଗ ସମୂହ – ଧର୍ମେନ୍ଦ୍ର ପ୍ରଧାନ
ଆଇସିସିର ‘ଆତ୍ମନିର୍ଭର ଭାରତ’ ଇ-ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ
• ବନ୍ଦର ଆଧାରିତ ଅର୍ଥନୀତି ଓଡ଼ିଶା ପାଇଁ ହେବ ଗେମଚେଞ୍ଜର
• ଆତ୍ମନିର୍ଭର ଭାରତ ନିର୍ମାଣରେ ଓଡ଼ିଶାର ରହିବ ଗୁରୁତ୍ୱପୂର୍ଣ୍ଣ ଭୂମିକା
• ଓଡିଶାର ବିକାଶରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର ରହିବ ବଡ…