ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି: ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ଉତ୍ସବ ଆରମ୍ଭ
ନେତାଜୀ ଭାରତମାତାର ଅମୂଲ୍ୟ ରତ୍ନ - ମୁଖ୍ୟମନ୍ତ୍ରୀ
କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଶାସକ ପ୍ରଶାସକ) ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ…