ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅତନୁ କରୋନା ପଜିଟିଭ
ଭୁବନେଶ୍ୱର( ଶାସକ ପ୍ରଶାସକ) ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ଲକ୍ଷଣ ବିହୀନ ହୋଇଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛନ୍ତି । ସେ ସୁସ୍ଥ ଅଛନ୍ତି ଓ କେହି ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ…