ଏନଏମଏସଏରେ ଓଡିଶାକୁ ୪ ବର୍ଷରେ ମିଳିଛି ୭.୭୫ କୋଟି : ଧର୍ମେନ୍ଦ୍ର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ
ନୂଆଦିଲ୍ଲୀ (ଶାସକ ପ୍ରଶାସକ) ଜାତୀୟ ମିଶନ ଅଧୀନରେ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଏବଂ ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ଗତ ୪ ବର୍ଷ…