ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ
ବିଜେପୁର:- ବିଶ୍ୱ ପରିବେଶ ଦିବସ ଅବସରରେ ବରଗଡ଼ ଜିଲ୍ଲାର ବିଜେପୁର ଏନଏସି ଅଞ୍ଚଳରେ ବିକାଶର ନୂଆ ଅଧ୍ୟାୟ ବର୍ତ୍ତମାନ ଯୋଡ଼ି ହୋଇଯାଇଛି । ବରଗଡ ଜ଼ିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ୧୨ଟି ଜନହିତକର ଓ ପରିବେଶ ଅନୁକୂଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି…