ବୁଠିପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ : ୪ ବଖରା ସହ ଲକ୍ଷାଧିକ ତାଙ୍କର ସମ୍ପତ୍ତି ଭସ୍ମୀଭୂତ ।
ବୀରମହାରାଜପୁର - (ଉପଖଣ୍ଡ ପ୍ରତିନିଧି ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁଠିପଦର ଗ୍ରାମରେ କୌଣସି କାରଣରୁ ଦୁଇଟି ପରିବାରର ୪ ବଖରା ଘର ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି । ଗ୍ରାମର ଶ୍ୟାମସୁନ୍ଦର ପଧାନ ଓ ଦୁର୍ଯ୍ୟୋଧନ…