ପବିତ୍ର ବଡଦିନ ଅବସରରେ ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଚଳଚଞ୍ଚଳ
http://www.youtube.com/watch?v=7o_YKUJreME
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପବିତ୍ର ବଡଦିନ ତଥା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହାନ ଜନ୍ମଦିନ ଅବସରରେ ଶୁକ୍ରବାର ଦିନ ଗଜପତି ଜିଲ୍ଲା ସଦର ମହାକୁମା ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଅତ୍ୟୁନ୍ତ ଚଳଚଞ୍ଚଳ ହୋଇପଡିଛି…