ସହରାଞ୍ଚଳ ବିକାଶରେ ଓଡିଶା ହେବ ରୋଲ ମଡେଲ – ମୁଖ୍ୟମନ୍ତ୍ରୀ
ସହାରାଞ୍ଚଳର ଯୋଜନାବଦ୍ଧ ବିକାଶ ଦିଗରେ ନୂଆ ପଦକ୍ଷେପ
ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗ୍ରାମବାସୀଙ୍କୁ ପଟ୍ଟା ବଣ୍ଟନ
ଭୁବନେଶ୍ବର, (ଶାସକ ପ୍ରଶାସକ)- ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର…