“ଛାତ୍ରଛାତ୍ରୀମାନେ ନୂତନ ଯୁଗର ସାରଥୀ”
ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ୱର,(ଶାସକ ପ୍ରଶାସକ) : ଆଜି ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…