“ଖାକି ପୋଷାକର ମର୍ଯ୍ୟାଦାକୁ ନଷ୍ଟ କରନାହିଁ”
ଭାରତୀୟ ପୁଲିସ ସେବା ପ୍ରଶିକ୍ଷାର୍ଥୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
କୋଭିଡ-19 ବୈଶ୍ଵିକ ମହାମାରୀ କାଳରେ ସଭିଏଁ ଦେଖିଲେ ପୁଲିସ ଅଧିକାରୀଙ୍କ ମାନବିକତା
ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ଭାରତୀୟ ପୁଲିସ ସେବା…