ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ କରୋନା ଆକ୍ରାନ୍ତ
ଭୁବନେଶ୍ୱର (ଶାସକ ପ୍ରଶାସକ) ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ବିଜୁ ଜନତା ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର ) ମାନସ ରଞ୍ଜନ ମଙ୍ଗରାଜ କରୋନା ଆକ୍ରାନ୍ତ ହୋଇଛନ୍ତି | ଶ୍ରୀ ମଙ୍ଗରାଜ ଆଜି ଟୁଇଟ କରି ସୂଚନା ଦେଇଛନ୍ତି ଯେ " ମୋର କୋଭିଡ଼ ଟେଷ୍ଟ ରିପୋର୍ଟ ପଜିଟିଭ…