ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ-୨୦୨୦: ପାନରୋମା ପାଇଁ ନୀଳମାଧଵଙ୍କ ‘କାଲିର ଅତୀତ’ ମନୋନୀତ
ନୁଆଦିଲ୍ଲୀ : ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସଵର ପାନରମାରେ ଅନ୍ତର୍ଜାତିକ ନିର୍ମାତା ଓ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ପ୍ରଥମ ଓଡ଼ିଆ ସିନେମା 'କାଲିର ଅତୀତ' ମନୋନୀତ ହୋଇଛି ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର…