ସବୁ ଶ୍ରମ ଆଇନ ଓ ୨୨ ପ୍ରକାର ସେବା ଅନ୍ଲାଇନ୍ରେ ଉପଲବ୍ଧ ହେଲା
ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ
ସ୍ବଚ୍ଛନ୍ଦ ବ୍ୟବସାୟ ପାଇଁ ବିଶେଷ ସହାୟକ ହେବ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଶାସକ ପ୍ରଶାସକ ) - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର…