ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ମୁଖ୍ୟ ଅତିଥି ହେବେ ଜନସନ
File Photo
ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ | ଏ ନେଇ ବ୍ରିଟେନ ପକ୍ଷରୁ ସ୍ପଷ୍ଟ କରାଯାଇଛି | ଭାରତ ଗସ୍ତରେ ଆସିଥିବା ବ୍ରିଟେନର ବୈଦେଶିକ ସଚିବ ଡୋମିନିକ୍ ରାଏବ…