ସୋଆ ଏସ୍ଏଚ୍ଏମ୍ର ୧୧ ଦିନିଆ ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ଉଦ୍ଯାପିତ
ଭୁବନେଶ୍ୱର : ମଣିଷ ନିମନ୍ତେ ବିକାଶ ଓ ଉନ୍ନତି ଜରୁରୀ ଅଟେ । କିନ୍ତୁ ଏହା ସହିତ ଆଧ୍ୟାତ୍ମିକତା ଏବଂ ମାନବିକତାକୁ ଯୋଗ କଲେ ହିଁ ସଫଳତା ହାସଲ ହୋଇପାରିବ ବୋଲି କହିଛନ୍ତି ଜୟପୁର ସ୍ଥିତ ଜଗନ୍ନାଥ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡଃ) ନବୀନ୍ ମାଥୁର ।
ତୁମର ଲକ୍ଷ୍ୟ,…