ରେଢ଼ାଖୋଲରେ ବ୍ଳକ ସ୍ତରୀୟ ଶିଶୁ ଜୀବନ ଶୈଳୀ ଶିକ୍ଷା ଓ ଯୈାନ ନିର୍ଯ୍ୟାତନା ରୋକିବା ପ୍ରଶିକ୍ଷଣ ଶିବିର ।
ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଆଜି ଭାରତ ନିର୍ମାଣ ରାଜୀବ ଗାନ୍ଧି ସେବା କେନ୍ଦ୍ର ଚାରମାଳ ଠାରେ ଆଦର୍ଶ ଚାଇଲ୍ଡ ଲାଇନ ପକ୍ଷରୁ ବ୍ଲକ ସ୍ତରୀୟ ଗ୍ରାମାଞ୍ଚଳର କିଶୋରୀ ବାଳିକା ଓ କିଶୋର ବାଳକ ମାନଙ୍କୁ ତାଙ୍କର ଜୀବନ ଶୈଳୀ ଶିକ୍ଷା ସହିତ ଶିଶୁ ମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା ରୋକିବା…