୯ ପ୍ରାଣହାନୀ ସହ ଆଜି ୨୯ ଜିଲ୍ଲାରୁ ମିଶେଇକି ୨୮୧୯
ଭୁବନେଶ୍ୱର(ଶାସକ ପ୍ରଶାସକ) : ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୮୧୯ ଜଣ କରୋନା ପଜିଟିଭ | ଆଜି ରାଜ୍ୟରେ ୨୮୧୯ ଆକ୍ରାନ୍ତ ଚିହ୍ନଟ ହୋଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭ ପହଂଚିଛି | ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୧ ଜଣ କ୍ଵାରେଣ୍ଟାଇନରୁ…