ଦେଶରେ କରୋନା ୬୮,୮୯୮/୯୮୩
ନୂଆଦିଲ୍ଲୀ (ଶାସକ ପ୍ରଶାସକ) ଆଜି ସାରା ଦେଶରେ ଗତ ୨୪ ଘଣ୍ଟା ଭିତରେ ୬୮,୮୯୮ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୯୮୩ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୨୯,୦୫,୮୨୪ ହୋଇଥିବା ବେଳେ ସକ୍ରିୟ ଅଛନ୍ତି ୬,୯୨,୦୨୮ ଜଣ | ଏ ଯାବତ ଦେଶରେ ୨୧,୫୮,୯୪୭ …