ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
ବାଲେଶ୍ଵର, ତା– ୦୩.୦୬. ୨୦୨୬: ଆଜି ପୂର୍ବାହ୍ନରେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ ଜ଼ିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ପ୍ରୟାସ ପ୍ରୟାସରେ ଆରୁହାବାଦ ଗ୍ରାମ ପଂଚାୟତ ଅନ୍ତର୍ଗତ ଉଦୟ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଭା ଗୃହଠାରେ ସ୍ୱେଚ୍ଛାସେବୀ…