ମାଣିତରାରେ ବିଶ୍ଵ ଏଡସ୍ ଦିବସ ପାଳିତ
ବୁଗୁଡା : (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ମଙ୍ଗଳବାର ଦିନ ପାଳିତ ହୋଇଯାଇଛି।ଏଥିରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଅନୁପ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ମାଣିତରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର…