ପ୍ରଭାରୀ ପୁରନ୍ଦେଶ୍ୱରୀଙ୍କୁ ଭର୍ଚୁଆଲ ସମ୍ବର୍ଦ୍ଧନା ଦେଲା ରାଜ୍ୟ ବିଜେପି
"ଏକାଠି ହୋଇ ଆଗାମୀ ପୌର, ତ୍ରିସ୍ତରୀୟ ପଂଚାୟତ ଏବଂ ସାଧାରଣ ନିର୍ବାଚନରେ ବିଜେପିକୁ ସଫଳ କରିବାକୁ ଦେଲେ ଆହ୍ବାନ"
ଭୁବନେଶ୍ୱର(ଶାସକ ପ୍ରଶାସକ) :ଆଜି ପ୍ରଦେଶ କାର୍ଯ୍ୟାଳୟ ଠାରେ ନବନିଯୁକ୍ତ ଓଡିଶା ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟ ପାଲ ସିଂହ ତୋମାରଜୀଙ୍କୁ…