ଶିକ୍ଷା ବିଭାଗ ଯୁଗ୍ମ ନିର୍ଦ୍ଦେଶକଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ
ପାରଳାଖେମୁଣ୍ଡି ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଡ.ସନାତନ ପଣ୍ଡା ଦୁଇଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ଶିକ୍ଷା ବିଭାଗର ସମୀକ୍ଷା କରିଛନ୍ତି ।
ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ଡି.ଇ.ଓ ,…