ଏକକ ପିଜି ପ୍ରବେଶିକା ପରୀକ୍ଷାର ମେଧାତାଲିକା ୱେବସାଇଟରେ ଉପଲବ୍ଧ
ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ରାଜ୍ୟ ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ନାତକୋତ୍ତର ଶ୍ରେଣୀରେ ନାମ ଲେଖାଇବା ନିମନ୍ତେ ଏକକ ପିଜି ପ୍ରବେଶିକା ପରୀକ୍ଷାର ମେଧା ତାଲିକା ସାମସ୍-ସିପିଇଟି ୨୦୨୦ର ୱେବସାଇଟରେ ଉପଲବ୍ଧ କରାଯାଇଛିା
ଜନସାଧାରଣ www.samsodisha.gov.in…