ଶହୀଦ କୋଭିଡ ଯୋଦ୍ଧା ମାନଙ୍କ ପ୍ରାପ୍ୟ ପ୍ରଦାନରେ ସାମାନ୍ୟତମ ଅବହେଳା ବରଦାସ୍ତ କରାଯିବ ନାହିଁ – …
ଭୁବନେଶ୍ବର,: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଶହୀଦ କୋଭିଡ ଯୋଦ୍ଧା ମାନଙ୍କ ପରିବାର ଯେପରି ସହାୟତା ପାଇବାରେ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।…