କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ସୌଜନ୍ୟମୂଳକ ସାକ୍ଷାତ୍
ଛତିଶଗଡରେ କ୍ରିୟାନ୍ୱିତ ହେଉଥିବା ପେଟ୍ରୋଲିୟମ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା
ନୂଆଦିଲ୍ଲୀ/ଭୁବନେଶ୍ୱର(ଶାସକ ପ୍ରଶାସକ) – ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ଶାସ୍ତ୍ରୀଭବନ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍…