ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ
ଭୁବନେଶ୍ୱର( ଶାସକ ପ୍ରଶାସକ): ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର…