“ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍. ଆଇ.ଆର୍) – ୨୦୨୬” ଅଭିଯାନର ଶୁଭାରମ୍ଭ ନେଇ ବରଗଡ଼ବାସୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ…
ବରଗଡ଼:- ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତାକୁ ସୁନିଶ୍ଚିତ କରି ଏକ ସ୍ୱଚ୍ଛ, ସତ୍ୟାପିତ ତଥା ତ୍ରୁଟିଶୂନ୍ୟ ଭୋଟର…