ରାଜସ୍ଥାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଓଡିଶା ପ୍ରଦେଶ କଂଗ୍ରେସ ର ରାଜଭବନ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର(ଶାସକ ପ୍ରଶାସକ) -କେନ୍ଦ୍ରର ବିଜେପି ସରକାର ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି କରୁଛି ଏବଂ କ୍ରମାଗତ ଭାବେ କଂଗ୍ରେସ ଶାସିତ ରାଜ୍ୟ ମାନଙ୍କରେ ଲୋକଙ୍କ ଦ୍ୱାରା ନିର୍ବାଚିତ ସରକାରଙ୍କୁ ଅନୈତିକ ଉପାୟରେ ଭାଙ୍ଗିବା ପାଇଁ ବିଜେପି ଉଦ୍ୟମ କରୁଛି ବୋଲି ପ୍ରଦେଶ…