ଆଜି ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ଚିହ୍ନଟ ହୋଇଛନ୍ତି ୧୬୩ କରୋନା |
ଦେଖନ୍ତୁ ୫୯ ଜଣ ସ୍ଥାନୀୟ ସଂକ୍ରମିତ କେଉଁ କେଉଁ ଅଂଚଳରୁ !!!!
ଭୁବନେଶ୍ୱର(ଶାସକ ପ୍ରଶାସକ) : ଆଜି ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ଚିହ୍ନଟ ହୋଇଛନ୍ତି ୧୬୩ କରୋନା ପଜିଟିଭ | ସେଥି ମଧ୍ୟରୁ ୧୦୪ ଜଣ ସଙ୍ଗ ରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ ସାଧାରଣ ଅଂଚଳରୁ | ଫଳରେ…