ଆଜି ବି କରୋନା ଆକ୍ରାନ୍ତ ୩୪ ହଜାର ଉପରେ, ମୃତ୍ୟୁ ୬୭୧
ନୂଆଦିଲ୍ଲୀ (ଏଜେନ୍ସି) କରୋନା ଏବେ ଅମାନିଆ ହୋଇପଡିଥିବା ଭଳି ଅନୁଭୂତ ହେଉଛି | ଦିନକୁ ଦିନ ବଢି ଚାଲି ଆକ୍ରାନ୍ତଙ୍କ ସଂଖ୍ୟା | ଗତକାଲି ତୁଳନାରେ ଅଧିକ ଅଢେଇ ହଜାର ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ…