ପ୍ରଚଣ୍ଡ ରୌଦ୍ରତାପରେ ଦହି ପଣା ବାଣ୍ଟିଲେ ଆସନ୍ତାକାଲିର ଭବିଷ୍ୟତ
ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କଲେ କୁନି କୁନି ପିଲା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରବଳ ରୌଦ୍ରତାପ ଯୋଗୁଁ ପାଣି ପାଇଁ ସମସ୍ତ ପଥଚାରୀ ଡହଳ ବିକଳ ହେଉଥିବା ବେଳେ ସମସ୍ତଙ୍କ ଦୁଃଖ କିଛିମାତ୍ରାରେ ଲାଘବ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଅଖିଳ ଭାରତୀୟ ଯୁବାଜନ ସେବା…