କିଟ୍ ଦ୍ୱାରା ବିକଶିତ ବନ୍ୟପ୍ରାଣୀ ମନିଟରିଂ ଡିଭାଇସ୍ ଡିଜାଇନକୁ ମିଳିଲା ପେଟେଣ୍ଟ
ଭୁବନେଶ୍ୱର, ୨୭ ।୫: ପ୍ରଯୁକ୍ତିବିଦ୍ୟା-ଚାଳିତ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି, "ଇଣ୍ଟେଲିଜେଣ୍ଟ ସେନ୍ସର ଡିଭାଇସ୍ ଫର୍ ଅଟୋମେଟେଡ୍ ୱାଇଲ୍ଡଲାଇଫ୍ ମନିଟରିଂ’ ଶୀର୍ଷକ ଏକ ଅଭିନବ ଉପକରଣକୁ ଡିଜାଇନ୍ ପେଟେଣ୍ଟ ପ୍ରଦାନ କରାଯାଇଛି। ଏହା କିଟ…