କୋଠା ସିଲ୍ ନିଷ୍ପତ୍ତି ପ୍ରଶାସନର: ବିଜେଡି
ଭୁବନେଶ୍ୱର(ଶାସକ ପ୍ରଶାସକ) : କୌଣସି କୋଠାକୁ ସିଲ୍ କରିବା ହେଉଛି ସମ୍ପୂର୍ଣ୍ଣ ପ୍ରଶାସନିକ ନିଷ୍ପତ୍ତି ଏବଂ ଏ ସଂକ୍ରାନ୍ତରେ ବିଜେଡି କୌଣସି ମତାମତ ଦେବାକୁ ଚାହେଁ ନାହିଁ । ବିଜେପି ନେତ୍ରୀ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର…