ସହରାଞ୍ଚଳରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ କର୍ମଶାଳା
ଆସନ୍ତା ଶନିବାର ଦିନ ସମଗ୍ର ରାଜ୍ୟରେ ଅଗ୍ନିନିରାପତ୍ତା ମକଡ୍ରିଲ କରାଯିବ : ଅଗ୍ନିଶମ ମହାନିର୍ଦେଶକ
ଭୁବନେଶ୍ୱର : ମାର୍ଚ୍ଚ ୨୩, ୨୦୨୬: ରାଜ୍ୟର ସହରାଞ୍ଚଳଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ଓଡ଼ିଶା ଅଗ୍ନିଶମ…