ବଲାଙ୍ଗୀର ପାଇଁ ଗୌରବ ଆଣିଲେ ଦି ଭାଇ
ବଲାଙ୍ଗିର/ ନିରୋଜ ମିଶ୍ର : ବଲାଙ୍ଗିର ଜିଲ୍ଲାର ନାଁ ଉଜ୍ଜ୍ୱଳ କରିଛନ୍ତି ଦୁଇଭାଇ। କଂଟାବାଞ୍ଜି ଅଞ୍ଚଳର ଦୁଇ ଭାଇ ପରୀକ୍ଷାରେ ରେକର୍ଡ କରିଛନ୍ତି । ବଡ଼ ଭାଇ ରୌନକ ଡାଲମିୟା ସର୍ବ ଭାରତୀୟ ସ୍ତରରେ ୫୨ତମ ରାଙ୍କ ହାସଲ କରିଛନ୍ତି। ସେହିପରି ସାନ ଭାଇ ମନ୍ଥନ ଡାଲମିୟା ୧୦୦ତମ ରାଙ୍କ ହାସଲ…