ମାଲକାନଗିରିରେ ଜନଗଣନା-୨୦୨୭ ପ୍ରସ୍ତୁତି ଜୋରଦାର
ଏନୁମେରେଟର ଓ ସୁପରଭାଇଜରଙ୍କ ତାଲିମ ଶିବିର ଆରମ୍ଭ
ମାଲକାନଗିରି, ୨୩/୦୩/୨୦୨୬: ଦେଶର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ ଜନଗଣନା-୨୦୨୭ କୁ ସଫଳ କରିବା ପାଇଁ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି କ୍ରମରେ…