ପଦ୍ମପୁର ଉପଖଣ୍ତ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ
ପଦ୍ମପୁର- ପଦ୍ମପୁର ଉପଖଣ୍ତ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇ ଯାଇଅଛି । ଏହି ଉପଲକ୍ଷେ ଉପଖଣ୍ତ ପ୍ରଶାସନ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ପଦ୍ମପୁର ସହର ମଧ୍ୟରେ ଥିବା ମହାତ୍ମା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ ତଥା ଅନ୍ୟାନ୍ୟ ମହା ପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ…