ଗାଧୋଇବାକୁ ଯାଇ ପାଣିରେ ବୁଡି ଯୁବକ ନିଖୋଜ
ନାକ୍ଟିଦେଉଳ/ଶ୍ରୀୟାସ୍ମିତା ସାମଲ : ସମ୍ବଲପୁର ଜିଲ୍ଲା ନାକ୍ଟିଦେଉଳ ଥାନା ଅନ୍ତର୍ଗତ ବାଟଗାଁ ପଞ୍ଚାୟତ କେଲୋବେର୍ଣ୍ଣି ଗ୍ରାମର ଅମିତ୍ ଧଳ ନାମକ ଜଣେ ଯୁବକ ଆଜି ଗାଁର ପାଖ ନଦୀକୁ ଗାଧୋବାକୁ ଯାଇ ପାଣିରେ ବୁଡି ନିଖୋଜ ହୋଇଥିବା ନେଇ ସୂଚନା ମିଳିଛି । ସୂଚନା ଅନୁସାରେ ଅମିତ୍ ଗ୍ରାମର…