ଧାନ ଫସଲ ରେ ଅଜଣା ରୋଗ: କାମ ଦଉନି କୀଟନାଶକ,ଚିନ୍ତା ରେ ଚାଷୀ
ଝାରବନ୍ଧ-ମନୋହର ଦାଶ:ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ରେ ୧୪ ଟି ପଞ୍ଚାୟତ ର ବିଭିନ୍ନ ଗ୍ରାମ ରେ ଧାନ ଫସଲରେ ମାଡି ଚାଲିଛି ଅଜଣା ରୋଗ।କୃଷି ବିଭାଗ ଯେତେ ପ୍ରକାର ଔଷଧ ପକାଇବାକୁ ପରାମର୍ଶ ଦେଲେ ମଧ୍ୟ କୌଣସି ଗୋଟିଏ ବି କାମ କରୁନଥିବା ଚାଷୀ ଅଭିଯୋଗ କରିଛନ୍ତି।ଆଖି ଆଗରେ ଫସଲ…