ଶୁକ୍ରବାର ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ : ଭୋପାଲରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ
ଭୋପାଲ /ଭୁବନେଶ୍ୱର(ଏସପିବି) : ଶୁକ୍ରବାର ବହୁ ପ୍ରତିକ୍ଷିତ ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ସହ ବୁଧବାର ଭୋପାଳରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ରାଜ୍ୟସଭା…