ସୋହେଲାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
୨୩ଟି ଅଭିଯୋଗର ଶୁଣାଣି, ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ
ସୋହେଲା: ବରଗଡ଼ ଜିଲ୍ଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧୀକ୍ଷକ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର!-->!-->!-->…