ସେଲ୍ଫି ହେଲା କାଳ ! ମୋବାଇଲ ସାଙ୍ଗରେ ଡ୍ୟାମକୁ ଡେଇଁଲେ ଯୁବ ଇଂଜିନିୟର
ଓଡ୍ରାଫ ଟିମ ଦ୍ୱାରା ଉଦ୍ଧାର ହେଲା ମୃତ ଦେହ ।
ବୋୖଦ୍ଧ(ଦୋଳଗୋବିନ୍ଦ ନାଏକ): ବୋୖଦ୍ଧ ଜିଲ୍ଲା ବଘିଆପଡା ଫାଣ୍ଡି ଅନ୍ତର୍ଗତ ପାଲଝାର ଡ୍ୟାମକୁ ଗାଧୋଇବାକୁ ଯାଇ ଯୁବ ଇଂଜିନିୟର ମୃତ। ମୃତକ ହେଲେ ତାମିଲନାଡୁର ଆର.ମୁକୁନ୍ଦମ। ସେ ଅନୁଗୋଳ ଜିଲ୍ଲା କୁମ୍ଭୀଆ ଠାରେ ଚାଲିଥିବା ମେଗା ଲିଫ୍ଟ…