ପୋଖରୀରେ ବୁଡି ଯୁବକ ମୃତ୍ୟୁ, ମେଡିକାଲରେ ପରିବାରକୁ ଭେଟିଲେ ବିଧାୟକ ।
ବୁଗୁଡା/ ଡ଼ଃ କୁମୁଦ ଚନ୍ଦ୍ର ବେହେରା : ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମର ୪୨ ବର୍ଷର ଜଣେ ଯୁବକ ପୋଖରୀର ପାଣିରେ ବୁଡି ମୃତ୍ୟୁ ବରଣ କରିଥିବା ବେଳେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବୁଗୁଡା ମେଡିକାଲକୁ ଯାଇ ମୃତକଙ୍କ ପରିବାରକୁ ଭେଟି…