୩୫ କେଜି ବାର୍ହା ମାଂସ ଜବତ, ଦୁଇ ଶିକାରୀ ଗିରଫ
ବୋୖଦ୍ଧ(ଦୋଳଗୋବିନ୍ଦ ନାଏକ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ମାଧପୁର ରେଞ୍ଜ୍ ତଳଗାଁ ଅଞ୍ଚଳରୁ ବନ ବିଭାଗ ପକ୍ଷରୁ ୩୫ କେଜି ବାର୍ହା ମାଂସ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଏହାସହ ଏକ ବାଇକ୍ ମଧ୍ୟ ଜବତ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ରାଜ କିଶୋର ରଣା ଓ ଅରୁଣ ନାଏକ।…