ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ: ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ
ନୟାଗଡ଼(ବିଶ୍ଵଜିତ ନାୟକ):- ନୟାଗଡ଼ ଜିଲ୍ଲାରେ ସୃଷ୍ଟି ହୋଇଥିବା ବିଦ୍ୟୁତ୍ ବିଭ୍ରାଟକୁ ନେଇ ଆସନ୍ତା ୨୫ ତାରିଖ ସୋମବାର ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ କରିବାକୁ ଚେତାବନୀ ଦେଇଛି ବିଜୁ ଜନତା ଦଳ । ଆଜି ଜିଲ୍ଲା ବିଜେଡି କାର୍ଯ୍ୟାଳୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରାଜ୍ୟ ସରକାରଙ୍କ…