ଗତବର୍ଷ ତୁଳନାରେ ଦେଶରେ କୃଷିଜାତ ସାମଗ୍ରୀର ରପ୍ତାନୀ 23.24 ପ୍ରତିଶତ ବୃଦ୍ଧି
• କୃଷି ବିପଣନ ପାଇଁ କୃଷି ମନ୍ତ୍ରଣାଳୟ ପକ୍ଷରୁ ବ୍ୟାପକ କାର୍ଯ୍ୟାନ୍ଵୟନ ଯୋଜନା ପ୍ରସ୍ତୁତ, ରପ୍ତାନୀ ବୃଦ୍ଧି ସହ ଯୋଜନାରେ ଆମଦାନୀ ସାମଗ୍ରୀର ବିକଳ୍ପ ଉପରେ ପ୍ରାଧାନ୍ୟ
• କୃଷି ମନ୍ତ୍ରଣାଳୟ ଆଦେଶ କ୍ରମେ କୃଷି ଓ କୃଷିଜାତ ଦ୍ରବ୍ୟ ପ୍ରକ୍ରିୟାକରଣ ରପ୍ତାନୀ ବିକାଶ କର୍ତ୍ତୃପକ୍ଷ…